:କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ସୁପରଭାଇଜର ଲକ୍ଷ୍ମୀ ନାରାୟଣ ମହାରଣା ଗୁରୁବାର ଜନ୍ମମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ନିମନ୍ତେ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।ଚତୁରତାର ସହ ଫୋନ୍ପେ ଜରିଆରେ ଲାଞ୍ଚ ନେଲାବେଳେ କାବୁ। ସ୍ମାର୍ଟ ଫୋନ୍କୁ ଜବତ କରି ୩ଟି ସ୍ଥାନରେ ଭିଜିଲାନ୍ସ ଟିମ୍ର ଚଢ଼ାଉ।
Related Posts
ସାମୁଦ୍ରିକ ଜୁଆର ନେଇ ସତର୍କ
ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା1.ସତର୍କ ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଭଦ୍ରକ, ବାଲେଶ୍ବର, କେନ୍ଦ୍ରାପଡ଼ା ଉପକୂଳରେ ଜୁଆର ଆସିବ.୧ରୁ ୨ ମିଟର ପର୍ଯ୍ୟନ୍ତ…
ଓଡ଼ିଶାରେ ଅଂଶୁଘାତରେ ୩ ଜଣ ମୃତ
ଓଡ଼ିଶାରେ ଅଂଶୁଘାତରେ ୩ ଜଣ ମୃତ ଭୁବନେଶ୍ୱର: ଓଡ଼ିଶାରେ ଅଂଶୁଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି।ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ରଙ୍କ ଏହି ସୂଚନା ଦେଇଛନ୍ତି।ମୋଟ୍ ୭୮୬…
ପାଦ ଫଟା ରୋଗ ସଚେତନl ଓ ସ୍ଵାସ୍ଥ୍ୟ ଶିବିର
*ପାଦ ଫଟା ରୋଗ ସଚେତନl ଓ ସ୍ଵାସ୍ଥ୍ୟ ଶିବିର ** ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଶୀତଦିନିଆ ପାଦ, ଓଠ, ଚର୍ମ…