ଲଦାଖର ଲେହରୁ ଏକ ବଡ଼ ଦୁର୍ଘଟଣାର ଖବର ଆସୁଛି। ଏକ ସ୍କୁଲ ବସ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ୬ ଜଣ ପ୍ରାଣ ହରାଇଛନ୍ତି ।ବସଟି ୨୦୦ ମିଟର ଗଭୀର ଘାଟିକୁ ଖସି ପଡ଼ିବାରୁ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୨୨ ଜଣ ଆହତ ହୋଇଛନ୍ତି।
Related Posts

ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି।
ସ୍ପିନରଙ୍କ ଦମରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି। ଏଥିସହ ୩ ଟିକିଆ ଦନିକିଆ ସିରିଜକୁ ଘରୋଇ ଟିମ ୨-୦ରେ ଜିତି ନେଇଛି।…

୪ ଭାରତୀୟ ପ୍ରାଣ ହରାଇଛନ୍ତି।
ଏଲନ ମସ୍କଙ୍କ କମ୍ପାନୀ ଟେସଲାର ଗୋଟିଏ କାର ଭୟଙ୍କର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣା ପରେ ଗାଡ଼ିରେ ନିଆଁ ଲାଗି ଯିବାରୁ ଏହା ଭିତରେ ଥିବା ୪…

ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର…