ଶବର ସମାଜର ପ୍ରତିଷ୍ଠା ଦିବସ ଓ ମାତୃ ସମ୍ମିଳନୀ ଅନୁଷ୍ଠିତଆର, ଉଦୟଗିରି (ମନୋଜ କୁମାର ପାଢୀ):ଗଜପତି ଜିଲ୍ଲାର ନୂଆଗଡ଼ ବ୍ଲକ ଟାଙ୍ଗିଲି ପଞ୍ଚାୟତ ସ୍ଥିତ ଲଫଲାଙ୍ଗ ଠାରେ ଶବର ସମାଜର ପ୍ରତିଷ୍ଠା ଦିବସ ଓ ମାତୃ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାମଗିରି ସ୍ଥିତ ମହେନ୍ଦ୍ରଗିରିମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପିକା ସୁଶ୍ରୀ ଭବାନୀ ଦାସ ଯୋଗ ଦେଇ ମା’ମାନଙ୍କ ମାର୍ଗଦର୍ଶନ କରିଥିଲେ। ସେହିଭଳି, ଉପଦେଷ୍ଟା ସୁଦର୍ଶନ ମଣ୍ଡଳ ଶବର ସମାଜର ପ୍ରତିଷ୍ଠା ସମ୍ପର୍କରେ ଆଲୋକପାତ କରିଥିଲେ। କେନ୍ଦ୍ର ସଭାପତି ଶିବ ମଣ୍ଡଳ, ଉପସଭାପତି ସନ୍ୟାସୀ କାର୍ଜୀ, ସୁଦାମ ଚରଣ ମଣ୍ଡଳଙ୍କ ତତ୍ତ୍ବାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦିତ ହୋଇଥିଲା। ନାରାୟଣରଇତ ଧନ୍ୟବାଦ ଅର୍ପଣ କରିଥିଲେ ।
Related Posts

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ଗଜପତି(ମନୋଜ ପାଢୀ/୭/୧୦/୨୪ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ…

ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଅସମ୍ଭାଳ ଭିଡ, ନିରାଶ ହୋଇ ଫେରୁଛନ୍ତି ଲୋକେ ।
ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ଅସମ୍ଭାଳ ଭିଡ, ନିରାଶ ହୋଇ ଫେରୁଛନ୍ତି ଲୋକେ ।ଆର,ଉଦୟଗିରି(ମନୋଜ କୁମାର ପାଢୀ)- ବତ୍ତମାନ…

ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବିମଳା ବାଳିକା ଉଚ୍ଚ ବିଦ୍ୟାଳୟ ରେ ଷ୍ଟାର ପ୍ରୋଜେକ୍ଟ ଆନୁକୂଲ୍ୟରେ ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ନେଇ ପ୍ରଶିକ୍ଷଣ ।
ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ବିମଳା ବାଳିକା ଉଚ୍ଚ ବିଦ୍ୟାଳୟ ରେ ଷ୍ଟାର ପ୍ରୋଜେକ୍ଟ ଆନୁକୂଲ୍ୟରେ ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ନେଇ ପ୍ରଶିକ୍ଷଣ ।…