ନୂଆଦିଲ୍ଲୀ: ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ଡିସେମ୍ବର ୧୦ରେ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି । ଆର୍ଥିକ ସେବା ବିଭାଗ (ଡିଏଫ୍ଏସ୍) ଥିବା ସଚିବ ସଞ୍ଜୟ ମାଲହୋତ୍ରାଙ୍କୁ ୨୦୨୨ରେ କେନ୍ଦ୍ର ସରକାର ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ ବିଆଇ)ର ନିର୍ଦ୍ଦେଶକ ଭାବେ ମନୋନୀତ କରିଥିଲେ।
Related Posts
ଇତିହାସ ରଚିଲେ ମହାକାଶଚାରୀ ସୁନୀତା ୱିଲିୟମ୍ସ।
ନୂଆଦିଲ୍ଲୀ:(ଅଭିଷେକ ମହାନ୍ତି)ମହାକାଶକୁ ତୃତୀୟ ଯାତ୍ରା। ସୁନୀତା ଅନ୍ତରୀକ୍ଷରେ ପହଞ୍ଚିବା ପରେ ସେଠାରେ ଖୁସିରେ ନାଚିଛନ୍ତି।ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ। ସେ ଅନ୍ତର୍ଜାତୀୟ ସ୍ପେଶ୍…
ତିରୁପତି ମନ୍ଦିରରେ ଦଳାଚକଟା ଯୋଗୁଁ ୪ ଜଣଙ୍କର ମୃତ୍ୟୁ
ତିରୁପତି ମନ୍ଦିରରେ ଦଳାଚକଟା ଯୋଗୁଁ ୪ ଜଣଙ୍କର ମୃତ୍ୟୁ ହୋଇଛି। ଦଳାଚକଟାରେ ଅନେକ ଲୋକ ଆହତ ହୋଇଥିବା ଖବର ରହିଛି।
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ( ସହରୀ) ଅଧୀନରେ ଆବେଦନ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶାର ସମସ୍ତ ପୌରାଞ୍ଚଳକୁ ପରାମର୍ଶ
ପ୍ରଧାନମନ୍ତ୍ରୀ ଆବାସ ଯୋଜନା ( ସହରୀ) ଅଧୀନରେ ଆବେଦନ ଗ୍ରହଣ ପ୍ରକ୍ରିୟା ଆରମ୍ଭ କରିବାକୁ ଓଡିଶାର ସମସ୍ତ ପୌରାଞ୍ଚଳକୁ ପରାମର୍ଶ ଭୁବନେଶ୍ୱର: ଗୃହ ଓ ନଗର ଉନ୍ନୟନ…