ଭୁବନେଶ୍ୱର:ଗୋଟିଏ ଗୋଟିଏ ବିଭାଗରେ ୨୦ ବର୍ଷ, ୧୫ ବର୍ଷ ଧରି ରହିଛନ୍ତି। ସରକାରୀ ଅଧିକାରୀମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବଦଳି ହେଲେ ସ୍ୱଚ୍ଛତା ଆସିବ, ଅଭିଜ୍ଞତା ଆଧାରରେ ବିକାଶ ତ୍ୱରାନ୍ୱିତ ହେବ। ପ୍ରଶାସନରେ ସ୍ୱଚ୍ଛତା ଆସିଲେ ସାଧାରଣ ଲୋକଙ୍କୁ ଉଚିତ ନ୍ୟାୟ ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Related Posts
ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ ।
ବରଗଡ଼ ସହର ଉପକଣ୍ଠ ବରଡୋଲ ବୀର ସୁରେନ୍ଦ୍ର ସାଏ ଉଚ୍ଚ ବିଦ୍ୟାଳୟରେ ଚୋରି ହୋଇଥିବା ନେଇ ବରଗଡ଼ ଟାଉନ ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି ପ୍ରଧାନ…
ଖୋଲିଲା ପୁରୀ ଶ୍ରୀମନ୍ଦିରର ଚାରି ଦ୍ବାର।
ପୁରୀ : ଖୋଲିଲା ପୁରୀ ଶ୍ରୀମନ୍ଦିରର ଚାରି ଦ୍ବାର। ୪ ଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରୁଛନ୍ତି ଶ୍ରଦ୍ଧାଳୁ। ସିଂହଦ୍ବାରକୁ ଛାଡି ଅନ୍ୟ ୩ ଦ୍ବାରରେ ପ୍ରସ୍ଥାନ…
ବାତ୍ୟା ପାଇଁ ରାଜ୍ୟ ସରକାର ୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ବ ଦେଇଛନ୍ତି।
ବାତ୍ୟା ପାଇଁ ରାଜ୍ୟ ସରକାର ୬ ଜଣ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଭୁବନେଶ୍ଵର:ବାଲେଶ୍ବର ପାଇଁ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଭଦ୍ରକ ପାଇଁ ତ୍ରିଲୋଚନ ମାଝୀ, ପୁରୀ…