ଭୁବନେଶ୍ୱର:ଗୋଟିଏ ଗୋଟିଏ ବିଭାଗରେ ୨୦ ବର୍ଷ, ୧୫ ବର୍ଷ ଧରି ରହିଛନ୍ତି। ସରକାରୀ ଅଧିକାରୀମାନେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ବଦଳି ହେଲେ ସ୍ୱଚ୍ଛତା ଆସିବ, ଅଭିଜ୍ଞତା ଆଧାରରେ ବିକାଶ ତ୍ୱରାନ୍ୱିତ ହେବ। ପ୍ରଶାସନରେ ସ୍ୱଚ୍ଛତା ଆସିଲେ ସାଧାରଣ ଲୋକଙ୍କୁ ଉଚିତ ନ୍ୟାୟ ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Related Posts

ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ପାରିଶ୍ରମିକ ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ
ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ପାରିଶ୍ରମିକ ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭୁବନେଶ୍ୱର: ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର…

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟlରଣ୍ୟ l
ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟlରଣ୍ୟ l

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…