ଭୁବନେଶ୍ବର: ସରକାରୀ ଚାକିରିଆଙ୍କୁ ଦୁର୍ନୀତି ଗ୍ରାସିଛି। ବିନା ଲାଞ୍ଚରେ କୌଣସି କାମ ହୋଇପାରୁ ନାହିଁ। ଜନସାଧାରଣଙ୍କର ସେବା ପାଇଁ ସରକାର ଲୋକଙ୍କୁ ଚାକିରି ଦେଉଛନ୍ତି। କିନ୍ତୁ ଯେଉଁ ଲୋକମାନେ ଏହି ସରକାରୀ ପଦବିରେ ବସୁଛନ୍ତି ପରିବର୍ତ୍ତୀ ସମୟରେ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। ଓଡ଼ିଶା ଭିଜିଲାନ୍ସର ବାର୍ଷିକ ରିପୋର୍ଟ ଏହା କହୁଛି। ଭିଜିଲାନ୍ସ ପକ୍ଷରୁ ଜାରି ହୋଇଥିବା ରିପୋର୍ଟ–୨୦୨୪ ଅନୁସାରେ ରାଜ୍ୟରେ ଚଳିତ ବର୍ଷ ୧୮୧ ସରକାରୀ ବାବୁ ଦୁର୍ନୀତି ମାମଲାରେ ଛନ୍ଦି ହୋଇଛନ୍ତି। ଏଥି ମଧ୍ୟରୁ ୫୦ ଜଣ ହେଉଛନ୍ତି ପ୍ରଥମ ଶ୍ରେଣୀ ଅଧିକାରୀ। ଅନ୍ୟମାନଙ୍କ ମଧ୍ୟରେ ୬ମୁଖ୍ୟଯନ୍ତ୍ରୀ, ୧୯ ଯନ୍ତ୍ରୀ, ୨୨ ରାଜସ୍ୱ ଅଧିକାରୀ, ୯ପୁଲିସ, ୫ଡାକ୍ତର ଓ ୩ବନ ଅଧିକାରୀ।
Related Posts
ଆଦିବାସୀ ମହିଳାଙ୍କ ରୋଜଗାରର ମାଧ୍ୟମ ସାଜିଛି ଛେଳିଚାଷ l
-ଆଦିବାସୀ ମହିଳାଙ୍କ ରୋଜଗାରର ମାଧ୍ୟମ ସାଜିଛି ଛେଳିଚାଷ l ଆର, ଉଦୟଗିରି(ମନୋଜ କୁମାର ପାଢୀ) – ଗଜପତି ଜିଲ୍ଲାର ଆଦିବାସୀ ମହିଳାମାନେ କୌଣସି ରୋଜଗାର ନପାଇ ସାଧାରଣତଃ…
ଆଦିବାସୀକଂ ହକ ଓ ଅଧିକାର ପାଇଁ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଗଣ ଧାରଣା
ଆଦିବାସୀକଂ ହକ ଓ ଅଧିକାର ପାଇଁ ତହସିଲ କାର୍ଯ୍ଯାଳୟ ସମ୍ମୁଖରେ ଗଣ ଧାରଣା ————————– ଆର,ଉଦୟଗିରି(ମନୋଜ କୁମାର ପାଢୀ / 29 10 2024 ତାରିଖ ଦିନ…
ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ଓ ଛାତ୍ର ନିବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।
ପପଂଗା କଲୋନୀ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ଠାରେ ସଂକୁଳ ସ୍ତରୀୟ ପ୍ରଧାନ ଆଚାର୍ଯ୍ୟ ବୈଠକ ଓ ଛାତ୍ର ନିବନ୍ଧ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ବରଗଡ଼ ଜିଲ୍ଲା ଭେଡେନ…