‘ସୁଭଦ୍ରା’ ହିତାଧିକାରୀ ପାଇଲେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର: ଆଜି ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ପ୍ରଦାନ କରାଯାଇଛି।୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଗଲା ଟଙ୍କା।
୭ ମାସରେ ୯୮ ଲକ୍ଷ ମହିଳା ହିତାଧିକାରୀ ଉପକୃତ ହେବେ।
ଯାଜପୁରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତି ଟଙ୍କା ମିଳିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।