ସେପ୍ଟେମ୍ବର ୧୭ ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର: ସେପ୍ଟେମ୍ବର ୧୭ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ସେପ୍ଟେମ୍ବର ୧୭ ମୋଦିଙ୍କ ଜନ୍ମଦିନ। ଦିନ ୧୧:୪୦ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ଜନତା ମଇଦାନ ଯିବେ ପ୍ରଧାନମନ୍ତ୍ରୀ।ସୁଭଦ୍ରା ଯୋଜନାର ଶୁଭାରମ୍ଭ ଓ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୋଦି। ରାଜ୍ୟରେ ୧୨ଟାରୁ ୧ଟା ପର୍ଯ୍ୟନ୍ତ ରହିବେ ପ୍ରଧାନମନ୍ତ୍ରୀ ମୋଦି।
Related Posts

ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ
ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ ଭୁବନେଶ୍ୱର:(ଅଭିଷେକ ମହାନ୍ତି) ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ। ଶପଥ ପାଠ କରାଇଲେ ରାଜ୍ୟପାଳ…

ଓଡ଼ିଶା ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି
ଓଡ଼ିଶା ରାଜ୍ୟପାଳ ହେଲେ ହରିବାବୁ କମ୍ଭମପତି ଭୁବନେଶ୍ୱର: ଓଡ଼ିଶାର ନୁଆ ରାଜ୍ୟପାଳ ହେବେ ହରିବାବୁ କମ୍ଭମପତି। ଇସ୍ତଫା ଦେଲେ ଓଡ଼ିଶା ରାଜ୍ୟପାଳ ରଘୁବର ଦାସ।ହରିବାବୁ ଏବେ ମିଜୋରାମ…

ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି।
ସ୍ପିନରଙ୍କ ଦମରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ତୃତୀୟ ଦିନିକିଆରେ ୧୧୦ ରନରେ ହରାଇ ଦେଇଛି। ଏଥିସହ ୩ ଟିକିଆ ଦନିକିଆ ସିରିଜକୁ ଘରୋଇ ଟିମ ୨-୦ରେ ଜିତି ନେଇଛି।…