ଭୁବନେଶ୍ବର: କୁଷ୍ଠରୋଗ ପାଇଁ ଆଧୁନିକ ତଥା ନିର୍ଭରଯୋଗ୍ୟ ଚିକିତ୍ସା ବ୍ୟବସ୍ଥା ଥିଲେ ହେଁ, ସଂକ୍ରମିତ ବ୍ୟକ୍ତି ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ସାମାଜିକ ବାସନ୍ଦ ଭୟରେ ଚିକିତ୍ସା ଠାରୁ ଦୂରେଇ ରହୁଥିବା ଯୋଗୁଁ ଧୀରେଧୀରେ ସଂକ୍ରମଣ ବଢ଼ି ଆକ୍ରାନ୍ତ ବ୍ୟକ୍ତି ଦିବ୍ୟାଙ୍ଗ ପାଲଟି ଯାଇଥାନ୍ତି। ଏହି ରୋଗ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ କରାଯାଉଛି। କୁଷ୍ଠ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମାଗଣା ଟୀକା ଦିଆଯିବାର ଯୋଜନା ମଧ୍ୟ ଆମ ସରକାର କରୁଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ‘ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍ ଏହା କହିଛନ୍ତି।
Related Posts

ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସମ୍ବର୍ଦ୍ଧନା
ଅବସର ଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ସମ୍ବର୍ଦ୍ଧନା ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ଆଜି ସରକାରୀ ଚାକିରୀରୁ…

ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ
ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମସ୍ତ ବିଭାଗୀୟ ସଚିବ ମାନଙ୍କୁ ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମକୁ…

ରାଜ୍ୟସ୍ତରୀୟ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସଚେତନତା ଅଭିଯାନ
ରାଜ୍ୟସ୍ତରୀୟ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ସଚେତନତା ଅଭିଯାନ ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନାଇଟେଡ ନ୍ୟାସନାଲ ପପୁଲେସନ ଫଣ୍ଡ (ୟୁଏନେଫପିଏ)ର ସହଭାଗିତାରେ…