୧୭ରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସବୁ ସ୍କୁଲ ଛୁଟି ଭୁବନେଶ୍ୱର: ସେପ୍ଟେମ୍ବର ୧୭ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳର ସବୁ ସ୍କୁଲ, କଲେଜ ଛୁଟି ଘୋଷଣା କରାଯାଇଛି।’ସୁଭଦ୍ରା’ ଯୋଜନାର ଶୁଭାରମ୍ଭ ପାଇଁ ଛୁଟି ଘୋଷଣା ହୋଇଛି।ଭୁବନେଶ୍ୱରରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ଛୁଟିଭୁବନେଶ୍ୱର ମହାନଗର ନିଗମ ଅଧୀନ ସରକାରୀ କାର୍ଯ୍ୟାଳୟଗୁଡିକ ପ୍ରଥମାର୍ଦ୍ଧ ଛୁଟି ରହିବ।ଦିନ ୨ଟା ଯାଏଁ ଅଫିସ, ରାଜସ୍ବ ଓ ମାଜିଷ୍ଟେରିଆଲ୍ କୋର୍ଟ ଛୁଟି ରହିବ।ଆସନ୍ତା ୧୭ରେ ଜନତା ମଇଦାନରେ ‘ସୁଭଦ୍ରା’ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Related Posts

ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ
ବିଇଓଙ୍କୁ ବାନ୍ଧିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛତ୍ରପୁର ବିଇଓ ସୀତାରାମ ପାତ୍ରଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ବିଇଓ ଆୟଠାରୁ ଅଧିକ ସମ୍ପତ୍ତି…

ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ
ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ଟିକାବାଲି ଥାନା ଛତିଘର ଗାଁରେ…

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୨୦ରୁ ଅଧିକ ଆହତ
ଭୟଙ୍କର ସଡ଼କ ଦୁର୍ଘଟଣା, ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୨୦ରୁ ଅଧିକ ଆହତ କନ୍ଧମାଳ: ମୁନିଗୁଡ଼ାରୁ ଫୁଲବାଣୀ ଆସୁଥିବା ବେଳେ ଏକଘରୋଇ ବସ୍ ଭାରସ୍ୟାମ ହରାଇ…