ବାତ୍ୟା ଦାନା ଯୋଗୁଁ ଓଡ଼ିଶାରେ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ଭୁବନେଶ୍ୱର: ବାତ୍ୟା ଦାନା ଯୋଗୁଁ ଓଡ଼ିଶାରେ ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ଆକଳନ କରିଛନ୍ତି ଓଡ଼ିଶା ସରକାର।ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି ଯେ ୧୪ଟି ଜିଲ୍ଲାର କ୍ଷୟକ୍ଷତି ରିପୋର୍ଟ ପହଞ୍ଚିଛି, ୬୦୦ କୋଟି ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି।ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ବ୍ୟାପକ କ୍ଷୟକ୍ଷତି ହୋଇଛି।ଶକ୍ତି ବିଭାଗରେ ସର୍ବାଧିକ କ୍ଷୟକ୍ଷତି ହୋଇଥିବା କହିଲେ ମନ୍ତ୍ରୀ।
Related Posts
ଇତିହାସ ରଚିଲେ ମହାକାଶଚାରୀ ସୁନୀତା ୱିଲିୟମ୍ସ।
ନୂଆଦିଲ୍ଲୀ:(ଅଭିଷେକ ମହାନ୍ତି)ମହାକାଶକୁ ତୃତୀୟ ଯାତ୍ରା। ସୁନୀତା ଅନ୍ତରୀକ୍ଷରେ ପହଞ୍ଚିବା ପରେ ସେଠାରେ ଖୁସିରେ ନାଚିଛନ୍ତି।ଇତିହାସ ରଚିଲେ ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ୱିଲିୟମ୍ସ। ସେ ଅନ୍ତର୍ଜାତୀୟ ସ୍ପେଶ୍…
୧୨ଟି ବଗି ଲାଇନଚ୍ୟୁତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦ରୁ ଅଧିକ ଲୋକ ଆହତ
ଚଣ୍ଡିଗଡ଼-ଦିବ୍ରୁଗଡ଼ ଏକ୍ସପ୍ରେସ ଆଜି ଉତ୍ତର ପ୍ରଦେଶର ଗୋଣ୍ଡାରେ ଲାଇନଚ୍ୟୁତ ହୋଇଛି। ଏହାର ୧୨ଟି ବଗି ଲାଇନଚ୍ୟୁତ ହେବାରୁ ୪ ଜଣଙ୍କ ମୃତ୍ୟୁ ଘଟିଛି ଓ ୨୦ରୁ ଅଧିକ…
ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଦାନା
ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଦାନା ଭୁବନେଶ୍ୱର: ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ବାତ୍ୟା ଦାନା।ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା…