ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି କବଜା କରିଛି ଭାରତୀୟ ମହିଳା ହକି ଟିମ। ବିହାରର ରାଜଗିରରେ ଭାରତୀୟ ମହିଳା ଟିମ ରାଜ କରିଛି। ଆଜି ଫାଇନାଲରେ ଭାରତୀୟ ମହିଳା ଦଳ ଚାଇନାକୁ ୧-୦ରେ ହରାଇ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହୋଇଛି।
ଏସିଆନ ଚାମ୍ପିୟନ୍ସ ଟ୍ରଫି କବଜା କରିଛି ଭାରତୀୟ ମହିଳା ହକି ଟିମ।
