ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର ପେଡିଆଟ୍ରିକ ସର୍ଜରି ବିଭାଗରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟ(ଶେଷ ବର୍ଷ) ଡ. ମନୀତା ତମାଙ୍ଗ ଦେଶର ମର୍ଯ୍ୟାଦାଜନକ ୟୁସି ଚକ୍ରବର୍ତ୍ତୀ ପୁରସ୍କାର ହାସଲ କରିଛନ୍ତି। ନିକଟରେ ଏମ୍ସ ଋଷିକେଶରେ ଆୟୋଜିତ ପେଡିଆଟ୍ରିକ ସର୍ଜନମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଆଇଏପିଏସସିଓଏନ୍ ୨୦୨୪ରେ ଡ. ମନୀତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥିଲା। ଏହି ପ୍ରତିଷ୍ଠିତ ସମ୍ମାନ ସମଗ୍ର ଭାରତରେ ଶିଶୁରୋଗ ସର୍ଜରୀ କ୍ଷେତ୍ରରେ କାର୍ଯ୍ୟରତ ସିନିୟର ରେସିଡେଣ୍ଟମାନଙ୍କ ଦ୍ୱାରା ଉଲ୍ଲେଖନୀୟ ଗବେଷଣା ପାଇଁ ସ୍ୱୀକୃତିର ଶିଖର ବିବେଚନା କରାଯାଏ।
Related Posts
PM Narendra Modi hosted the Indian Cricket Team
PM Narendra Modi hosted the Indian Cricket Team at his official residence earlier in the day
ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ମାଲକାନଗିରି ଗସ୍ତ ଭୁବନେଶ୍ବର/ ମାଲକାନଗିରି: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମାଲକାନଗିରି ଜିଲ୍ଲା ଗସ୍ତ କରି ଲଗାଣ ବର୍ଷା ଜନିତ କ୍ଷୟକ୍ଷତି ସମ୍ପର୍କରେ…
ରଜ ମହୋତ୍ସବ ୨୦୨୪” ପାନ୍ଥନିବାସ ଭୁବନେଶ୍ୱରରେ ଉଦ୍ଘାଟିତ
“ରଜ ମହୋତ୍ସବ ୨୦୨୪” ପାନ୍ଥନିବାସ ଭୁବନେଶ୍ୱରରେ ଉଦ୍ଘାଟିତ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓଡିଶା ପର୍ଯ୍ୟଟନ ବିକାଶ ନିଗମ (ଓଟିଡିସି) ମୁଖ୍ୟାଳୟରେ ରାଜ୍ୟର ଗଣପର୍ବ ତଥା ମହିଳା ମାନଙ୍କ ନିମନ୍ତେ…