ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ ଯାଉଛି । ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତୃତ୍ବାଧୀନ ଇଣ୍ଡିଆ ମେଣ୍ଟ ୫୬ଟି ଆସନରେ ବିଜୟୀ ହେଉଛି । ବିଜେପି ଏଥର ୨୦୧୯ରେ ନିଜର ପ୍ରଦର୍ଶନକୁ ଦୋହରାଇବାରେ ସକ୍ଷମ ହୋଇନାହିଁ। ଏହା ୨୪ଟି ଆସନରେ ଆଗୁଆ ରହିଛି। ଚଳିତ ଝାଡ଼ଖଣ୍ଡ ନିର୍ବାଚନ ଅନେକ ଦୃଷ୍ଟିରୁ ରୋଚକ ହୋଇଛି। କିନ୍ତୁ ଏହାର ସବୁଠାରୁ ରୋଚକ ଦିଗ ହେଉଛି ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ ତଥା ଓଡ଼ିଆ ଝିଅ କଳ୍ପନା ମୁର୍ମୁ ସୋରେନଙ୍କ ଉତ୍ଥାନ ।
Related Posts

ନିର୍ବାଚନ ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିବାକୁ ସଚେତନତ| |
ଗଜପତି (୧୯/୪/୨୦୨୪):ଜିଲ୍ଲାରେ ଭୋଟ ହାର ବୃଦ୍ଧି ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ବ ଦିଆଯାଇଛି। ଆଜି ପ୍ରଶାସନ ପକ୍ଷରୁ ଜିଲ୍ଲାର…

ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଦିଲ୍ଲୀରେ ଆୟୋଜିତ ଓଡ଼ିଶା ପର୍ବରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନୂଆଦିଲ୍ଲୀ :କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ ମଧ୍ୟ ଉପସ୍ଥିତ ଅଛନ୍ତି।…

ବେଆଇନ ଗଞ୍ଜେଇ ଚାଷ ଉପରେ ରା.ଉଦୟଗିରି ପୋଲିସ,ଅବକାରୀ ବିଭାଗ ଓ ବନ କର୍ମଚାରୀଙ୍କ ଚଢାଉ
ବେଆଇନ ଗଞ୍ଜେଇ ଚାଷ ଉପରେ ରା.ଉଦୟଗିରି ପୋଲିସ,ଅବକାରୀ ବିଭାଗ ଓ ବନ କର୍ମଚାରୀଙ୍କ ଚଢାଉ ଆର, ଉଦୟଗିରି :3/12(ମନୋଜ କୁମାର ପାଢୀ )ଗଜପତି ଜିଲ୍ଲା ଆର .ଉଦୟଗିରି…