ମହିଳାଙ୍କ ଆତ୍ମହତ୍ୟା।ଦିଗପହଣ୍ଡି ସହର ଧୋବା ସାହିର ଲିଜା ସେଠୀ ନାମ୍ନୀ ଜଣେ ମହିଳା ବିଷ ପିଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ ମୃତ ଲିଜା ବିଷ ପିଇଥିବା ଘର ଲୋକ ଜାଣି ପାରି ଗୁରୁତର ଅବସ୍ଥାରେ ତାକୁ ଦିଗପହଣ୍ଡି ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଅବସ୍ଥାରେ ସୁଧାର ନଆସିବାରୁ ତାକୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତା’ର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ!
Related Posts
କଟକରେ ପ୍ରାୟ ୪୦ ପୂଜା ମଣ୍ଡପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ
କଟକରେ ପ୍ରାୟ ୪୦ ପୂଜା ମଣ୍ଡପ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକରେ ବିଭିନ୍ନ…
ସହିଦ୍ ଯବାନଙ୍କୁ ଗାର୍ଡ ଅଫ ହନର
ସହିଦ୍ ଯବାନଙ୍କୁ ଗାର୍ଡ ଅଫ ହନର ସହ ସବସତ୍କାର। ନୂଆପଡ଼ା ଜିଲ୍ଲା (ଓମ୍ ପ୍ରକାଶ ଚୌଧୁରୀ )କୋମନା ଥାନା ବିରୁନ୍ ପଦର ଛକ ନିକଟରେ ଗତକାଲି ବାଇକ୍…
ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି ।
ରାଜ୍ୟ ପଂଚାୟତିରାଜ ସଚିବ ୧୯୯୫ ବ୍ୟାଚ୍ ଆଇଏଏସ୍ ସୁଶୀଲ କୁମାର ଲୋହାନୀଙ୍କୁ କେନ୍ଦ୍ର ସରକାରରେ ନିଯୁକ୍ତି ମିଳିଛି । ଭୁବନେଶ୍ୱର:ସେ କେନ୍ଦ୍ର ପଂଚାୟତିରାଜ ମନ୍ତ୍ରଣାଳୟରେ ଅତିରିକ୍ତ ସଚିବ…