ଓଡ଼ିଶାରେ ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର ଭୁବନେଶ୍ୱର: ଓଡ଼ିଶାରେ ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର।ପ୍ରଥମରୁ ୫ମ ପିଲାଙ୍କ ପାଇଁ ୭.୬୪ ପଇସାକୁ ବଢ଼ିଲା।ପୂର୍ବରୁ ୫ ଟଙ୍କା ୯୦ ପଇସା ଥିଲା।ଷଷ୍ଠରୁ ୮ମ ଛାତ୍ରଛାତ୍ରୀଙ୍କ ପାଇଁ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରଯାଇଛି।ପୂର୍ବରୁ ଥିଲା ୮ ଟଙ୍କା ୮୨ ପଇସା।
Related Posts

ମାଣବସା ଗୁରୁବାରରେ ମାଣ୍ଡିଆକୁ ଭୋଗ ଲାଗି କରିବା ପାଇଁ ମା’ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ମାଣବସା ଗୁରୁବାରରେ ମାଣ୍ଡିଆକୁ ଭୋଗ ଲାଗି କରିବା ପାଇଁ ମା’ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ଵର ଲୋକସେବା ଭବନ…

ଓଡ଼ିଶାରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶାରେ ଶିଳ୍ପ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟର ଶିଳ୍ପ କ୍ଷେତ୍ରରେ ଅଗ୍ରଗତି…

ରାମଗିରିରେ ନୂତନ ବ୍ଳକ ନେଇ ୨ୟ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ : ୧୧ଟି ପଞ୍ଚାୟତ ଜନସାଧାରଣ ହେଲେ ଏକତ୍ରିତ ।
ରାମଗିରିରେ ନୂତନ ବ୍ଳକ ନେଇ ୨ୟ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ : ୧୧ଟି ପଞ୍ଚାୟତ ଜନସାଧାରଣ ହେଲେ ଏକତ୍ରିତ । ଆର,ଉଦୟଗିରି (ମନୋଜ କୁମାର ପାଢୀ)- ଗତ…