ବରଗଡ଼: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି। ବରଗଡ଼ ଜିଲ୍ଲା ସୋହେଲାର ଇଚ୍ଛାପାଲି ପଡ଼ିଆଠାରେ ଆୟୋଜିତ ବିଶାଳ ଚାଷୀ ସମାବେଶର ମଞ୍ଚରେ ୧୩ଜଣ ଚାଷୀଙ୍କୁ ୮୦୦ ଟଙ୍କାର ବୋନସ୍ ପ୍ରଦାନ କରିଛନ୍ତି।
Related Posts
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା
ସେଞ୍ଚୁରିଆନ ବିଶ୍ଵବିଦ୍ୟାଳୟ ପକ୍ଷରୁ ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ଉପଲକ୍ଷେ ଏକ ସଚେତନତା ଶୋଭାଯାତ୍ରା ରାୟଗଡା : ୬୩ତମ ଜାତୀୟ ଫାର୍ମାସୀ ସପ୍ତାହ ପାଳନ ଅବସରରେ ସ୍ଥାନୀୟ…
ଜୁନ୍ ୩୦ ଯାଏଁ ଓଡ଼ିଶାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ହେଲା ବାତିଲ୍
ଜୁନ୍ ୩୦ ଯାଏଁ ଓଡ଼ିଶାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ହେଲା ବାତିଲ୍ ଭୁବନେଶ୍ୱର: ଜୁନ୍ ୩୦ ତାରିଖ ଯାଏଁ ଓଡ଼ିଶାର ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି…
ଗଜପତି ଗ୍ରାମ୍ୟ ଉନ୍ନୟନ ବିଭାଗରେ ବ୍ୟାପକ ଦୁର୍ନୀତି, ନିର୍ମାଣର ୩ ମାସ ପୂରିନି ଭୁଶୁଡ଼ିଲା ଡାଳିମ୍ବପୁର ସେତୁ ଏବଂ ସଂଯୋଗୀକରଣ ରାସ୍ତା
ଗଜପତି ଗ୍ରାମ୍ୟ ଉନ୍ନୟନ ବିଭାଗରେ ବ୍ୟାପକ ଦୁର୍ନୀତି, ନିର୍ମାଣର ୩ ମାସ ପୂରିନି ଭୁଶୁଡ଼ିଲା ଡାଳିମ୍ବପୁର ସେତୁ ଏବଂ ସଂଯୋଗୀକରଣ ରାସ୍ତା ଗଜପତି :୨୫/୭/୨୦୨୪)ଗଜପତି ଜିଲ୍ଲା ଗୋଷାଣି…