ଭୁବନେଶ୍ବର: କ୍ରାଇମ୍ବ୍ରାଞ୍ଚ୍ ଏସ୍ଟିଏଫ୍ ପଞ୍ଝାରେ ପଡ଼ିଛି ପୁଣି ଜଣେ କଲରାପତରିଆ ବାଘ ଚମଡ଼ା ଚାଲାଣକାରୀ। ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅଞ୍ଚଳରୁ ଗିରଫ ହୋଇଥିବା ଅଭିଯୁକ୍ତ ହେଲା ନାରାୟଣ ମାଝୀ। ଆଜି ନାରାୟଣକୁ କଣ୍ଟାମାଳ ଜେଏମ୍ଏଫ୍ସି କୋର୍ଟରେ ହାଜର କରାଇବା ପରେ ବିଚାର ବିଭାଗୀୟ ହାଜତକୁ ପଠାଇଦିଆଯାଇଛି। ଧୂର୍ତ୍ତ ନାରାୟଣଠାରୁ ବାଘ ଚମଡ଼ା ଚାଲାଣର ସମସ୍ତ ତଥ୍ୟ ଆଦାୟ କରିବା ସମ୍ଭବ ହୋଇନଥିବାରୁ ତାକୁ ରିମାଣ୍ଡରେ ଆଣିବାକୁ ଯୋଜନା କରାଯାଇଛି। କେଉଁ ଜଙ୍ଗଲରେ ବାଘଟିକୁ ଶିକାର କରାଯାଇଥିଲା, ଶିକାରୀ କିଏ ଏବଂ କିଣାବିକା ରୢାକେଟ୍ର ମୂଳ କେଉଁଠି, ଏସବୁ ତଥ୍ୟ ହାତେଇବାକୁ ନାରାୟଣକୁ ଏସ୍ଟିଏଫ୍ ରିମାଣ୍ଡ୍ରେ ଆଣିବ ବୋଲି ସୂଚନା ମିଳିଛି। ସବୁଥର ଭଳି ଏଥର ମଧ୍ୟ ଏସ୍ଟିଏଫ୍ ସ୍ଥାନୀୟ ଚାଲାଣକାରୀକୁ ଧରିଛି। କିଣିବା ପାର୍ଟି ଖସିଯିବାରେ ସକ୍ଷମ ହୋଇଛି।
Related Posts
କାଲିମେଳାପ୍ରବଳ ବର୍ଷାରେ ଆଜି ସାନଟେକଗୁଡ଼ା ନିକଟରେ ଏକ ପାହାଡ଼ ଧସି ଯିବାରୁ ରାସ୍ତା ବନ୍ଦ ହୋଇଯାଇଛି ।
କାଲିମେଳା: ଗତ ୪ଦିନ ହେଲା କାଲିମେଳା ବ୍ଲକରେ ଲଗାଣ ବର୍ଷା ଲାଗି ରହିଛି। ଫଳରେ ଜନଜୀବନ ଅସ୍ତ ବ୍ୟସ୍ତ ହୋଇପଡ଼ିଛି । ଲୋକମାନେ ନାହିଁ ନଥିବା ଅସୁବିଧାର…
ଗଜପତିର ଗ୍ରାମୀଣ ଜଳ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ
ଗଜପତିର ଗ୍ରାମୀଣ ଜଳ ବିଭାଗର ସହକାରୀ ଯନ୍ତ୍ରୀଙ୍କୁ ୩ ବର୍ଷ ଜେଲ ଗଜପତି ,(୨୨/ ୫/୦୨୦୨୪): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଜଳ…
ଅବକାରୀ ଓ ପୁଲିସ୍ ବିଭାଗ ଚେଇ ଶୋଇଛି, ଚୋରା ମଦ ଭାସୁଛି । ନୁଆଗଡ ମଦ ମୃତ ଆଶଙ୍କା
ଅବକାରୀ ଓ ପୁଲିସ୍ ବିଭାଗ ଚେଇ ଶୋଇଛି, ଚୋରା ମଦ ଭାସୁଛି । ନୁଆଗଡ ମଦ ମୃତ ଆଶଙ୍କା ଆର,ଉଦୟଗିରି- ନୁଆଗଡ ବ୍ଲକରେ ଅବାଧରେ ଚୋରା ମଦ…