ଭୁବନେଶ୍ବର: କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସସି) ଦ୍ବାରା ପରିଚାଳିତ ଆଇଏଏସ୍ ପରୀକ୍ଷା-୨୦୨୩ରେ ଦ୍ବିତୀୟ ରାଙ୍କ ରଖିଥିବା ଅନିମେଶ ପ୍ରଧାନଙ୍କୁ ଓଡ଼ିଶା କ୍ୟାଡର ମିଳିଛି। ଉତ୍ତରାଖଣ୍ଡର ମସୁରୀସ୍ଥିତ ଲାଲ ବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସିନକ ଏକାଡେମୀରେ ଅନିମେଶ ପ୍ରଧାନ ନିକଟରେ ଫାଉଣ୍ଡେସନ୍ କୋର୍ସ ସାରିବା ପରେ ୬ମାସ ଆଇଏଏସ୍ ଟ୍ରେନିଂ ନେଉଛନ୍ତି। ଏହି ଟ୍ରେନିଂ ସରିଲା ପରେ ଅନିମେଶ ପ୍ରଧାନ ଓଡ଼ିଶା ଆସି କାର୍ଯ୍ୟରେ ଯୋଗଦେବେ।
Related Posts
ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ପାଣି ପଞ୍ଚାୟତ ଗୁଡିକର ନିର୍ବାଚନ ଓ ଅଡିଟ୍ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବରମୁଣ୍ଡା ଖେଳ ପଡିଆ…
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ
ମୁଖ୍ୟମନ୍ତ୍ରୀଙ୍କ ହରିଆଣା ଓ ମୁମ୍ବାଇ ଗସ୍ତ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସନ୍ତା କାଲି ଠାରୁ ହରିଆଣା ଓ ମୁମ୍ବାଇ ଗସ୍ତରେ ଯାଉଛନ୍ତି। ୧୬…
ଜୁଲାଇ ୨୨ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଜୁଲାଇ ୨୨ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ତା. ୨୨.୦୭.୨୦୨୪ରିଖ ଠାରୁ ଆରମ୍ଭ ହେଉଛି। ଏଥିନିମନ୍ତେ…