ରାଜସ୍ଥାନ: ସକାଳ ପ୍ରାୟ ୫ଟା ୩୦ରେ ଭାନ୍କ୍ରୋଟାରେ ଏକ ଏଲପିଜି ବୋଝେଇ ଟ୍ରକ୍ ଓ ଅନ୍ୟ ଏକ ସିଏନଜି ବୋଝେଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ସିଏନଜି ଟ୍ୟାଙ୍କରରେ ଜୋରଦାର ବ୍ଲାଷ୍ଟ ହେବା ସହ ଆଖପାଖରେ ଥିବା ଗାଡ଼ିଗୁଡ଼ିକ ହୁତୁହୁତୁ ହୋଇ ଜଳି ଉଠିଥିଲା। ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗି ଯାଇଥିବା ବେଳେ ଯାତ୍ରୀମାନେ ପ୍ରାଣ ବିକଳରେ ବାହାରି ନିଜ ଜୀବନ ବଞ୍ଚାଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ୪୦ରୁ ଅଧିକ ଗାଡ଼ି ଜଳି ଯାଇଥିବା ବେଳେ ଘଟଣାସ୍ଥଳରେ ୨୨ ଅଗ୍ନିଶମ ଗାଡ଼ି ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏଥିସହ ଗୁରୁତରଙ୍କୁ ହସ୍ପିଟାଲରେ ପହଞ୍ଚାଇବା ନିମନ୍ତେ ଆମ୍ବୁଲାନ୍ସ ବି ପହଞ୍ଚିଛି।
Related Posts
UPSC ରେଜଲ୍ଟ ପ୍ରକାଶ |
ପ୍ରକାଶ ପାଇଲା UPSC ରେଜଲ୍ଟ
Bangladesh PM Sheikh Hasina has resigned
🇧🇩 Bangladesh PM Sheikh Hasina has resigned and is believed to have left the country after a month of violent…
ତେଲେଙ୍ଗାନାରେ ଓଡ଼ିଶା ବସ ଦୁର୍ଘଟଣାଗ୍ରସ୍ତ । ୪ ଶ୍ରମିକ ମୃତ, ୧୮ ଆହତ ।
ତେଲେଙ୍ଗାନାର ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍ ପଛରେ ଏକ ବସ୍ ପିଟି ହେବାରୁ ଏହି ଦୁର୍ଘଟଣାରେ ୪…