ବଲାଙ୍ଗିର: ଡ୍ୟୁଟି ସମୟରେ ଅଫିସରେ ନରହି ଭୋଜି ଭାତରେ ମାତିଥିଲେ! ମାତାଲ ହୋଇ କାର୍ଯ୍ୟରତ ସାମ୍ୱାଦିଙ୍କୁ ଅଭଦ୍ର ଭାଷାରେ ଗାଳି ଗୁଲଜ କରିଥିଲେ ତଣ୍ଟିଚିପି ହତ୍ୟା କରିବାକୁ ଉଦ୍ୟମ କରିଥିଲେ। ଏହି ମାମଲା ଜେଲ୍ ଗଲେ ଏସ୍ଡିଓ ଓ ଯନ୍ତ୍ରୀ। ବଲାଙ୍ଗିର ପୁଲିସ୍ ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।
Related Posts
ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।ମୁଖ୍ୟମନ୍ତ୍ରୀ…
ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’
ଭୁବନେଶ୍ଆଵର : ଅଧିକାଂଶ ଚାଷୀ କ୍ଷୁଦ୍ର ଓ ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ୱଚ୍ଛଳତା ସକାଶେ ପଶୁ…
ଓଡ଼ିଶାରେ ୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ୫୨ ଜଣ ଅଧ୍ୟାପକ ନିଯୁକ୍ତ
ଓଡ଼ିଶାରେ ୮୫ ଜଣ ହୋମିଓପାଥିକ ଚିକିତ୍ସକ, ୨୩୯ ଜଣ ରେଡିଓଗ୍ରାଫର ଓ୫୨ ଜଣ ଅଧ୍ୟାପକ ନିଯୁକ୍ତ ଭୁବନେଶ୍ୱର: ଆଜି ଓଡ଼ିଶା ସରକାରଙ୍କ ଦ୍ବାରା ଆୟୋଜିତ ନିଯୁକ୍ତି ମେଳାରେ…