ଭୁବନେଶ୍ବର: କୁଷ୍ଠରୋଗ ପାଇଁ ଆଧୁନିକ ତଥା ନିର୍ଭରଯୋଗ୍ୟ ଚିକିତ୍ସା ବ୍ୟବସ୍ଥା ଥିଲେ ହେଁ, ସଂକ୍ରମିତ ବ୍ୟକ୍ତି ଅନ୍ଧବିଶ୍ବାସର ବଶବର୍ତ୍ତୀ ହୋଇ ସାମାଜିକ ବାସନ୍ଦ ଭୟରେ ଚିକିତ୍ସା ଠାରୁ ଦୂରେଇ ରହୁଥିବା ଯୋଗୁଁ ଧୀରେଧୀରେ ସଂକ୍ରମଣ ବଢ଼ି ଆକ୍ରାନ୍ତ ବ୍ୟକ୍ତି ଦିବ୍ୟାଙ୍ଗ ପାଲଟି ଯାଇଥାନ୍ତି। ଏହି ରୋଗ ପାଇଁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମାଗଣାରେ ଔଷଧ ବଣ୍ଟନ କରାଯାଉଛି। କୁଷ୍ଠ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ଲୋକଙ୍କୁ ମାଗଣା ଟୀକା ଦିଆଯିବାର ଯୋଜନା ମଧ୍ୟ ଆମ ସରକାର କରୁଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟ ଠାରେ ଆୟୋଜିତ କାର୍ଯ୍ୟକ୍ରମ ‘ସ୍ପର୍ଶ କୁଷ୍ଠ ସଚେତନତା ଅଭିଯାନ’ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ୍ ଏହା କହିଛନ୍ତି।
Related Posts

ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ
କଟକ:ଭିଜିଲାନ୍ସ ଜାଲରେ କଟକ ଆଠଗଡ଼ ବିଡିଓ.ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ.ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍*ଭୁବନେଶ୍ବର, ଖୋର୍ଦ୍ଧା, ନୟାଗଡ଼ ଓ…

ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ବାହାରିଲା ଶୁଭଲଗ୍ନ
ବଲାଙ୍ଗିର: ନବାନ୍ନ ଲାଗି ପାଇଁ ବାହାରିଲା ନୂଆଖାଇ ଲଗ୍ନ!ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ବାହାରିଲା ଶୁଭଲଗ୍ନ । ବଲାଙ୍ଗିର ଜିଲ୍ଲା ପାଇଁ ନବାନ୍ନ ଲଗ୍ନ ନିର୍ଣ୍ଣାୟକ…

ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି
ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି ଭୁବନେଶ୍ୱର: ଆଜି ସୁଦ୍ଧା ଓଡ଼ିଶାର ୧ କୋଟି ୨୦ ହଜାର ମହିଳା ହିତାଧିକାରୀ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଛନ୍ତି…