ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ଜାରି
ଭୁବନେଶ୍ୱର: ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।୬ ଲୋକସଭା ଆସନରେ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି।ଜୁନ୍ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ହେବ ମତଦାନ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁରରେ, କେନ୍ଦ୍ରାପଡା ଓ ଜଗତସିଂହପୁରରେ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ।