ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ଭାବେ ତୃତୀୟ ଥର ପାଇଁ ଶପଥ ନେଲେ ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଥିବା ଭବ୍ୟ ସମାରୋହରେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଲେ ଅମିତ ଶାହା, ରାଜନାଥ ସିଂହ, ଜେପି ନଡ୍ଡା, ପୀୟୂଷ ଗୋୟଲ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ରାମମୋହନ ନାଇଡୁ, ନୀତିନ ଗଡ଼କାରି, ଗିରିରଜ୍ ସିଂହ, ଭୂପେନ୍ଦ୍ର ଯାଦବ, ଅଶ୍ଵିନୀ ବୈଷ୍ଣବ, ଯ୍ୟୋତିରାଦିତ୍ୟ ସିନ୍ଧିଆ, ନିର୍ମଳା ସିତାରମଣ, ଅନ୍ନପୂର୍ଣ୍ଣା ଦେବୀ, କିରଣ ରିଜିଜୁ, ମନୋହରଲାଲ ଖଟ୍ଟର, ଗଜେନ୍ଦ୍ର ସିଂ ସେଖାୱତ, ଏସ ଜୟଶଙ୍କର ଓ ଅନ୍ୟ ମାନେ।
Related Posts
ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ନୂଆଁଖାଇ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
ଆମ ସଂସ୍କୃତି ଓ ପରମ୍ପରାର ପ୍ରତୀକ ନୂଆଁଖାଇ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଭୁବନେଶ୍ୱର: ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇକୁ ମହାନ ଲୋକପର୍ବ କହିବା ସହ…
ଗାନ୍ଧିଜୀଙ୍କ ଫଟୋ ବଦଳରେ ଅନୁପମଙ୍କ ଫଟୋ ଲାଗିଥିବା ନୋଟ୍ ଦେଇ ଠକି ନେଲେ ୨ କିଲୋ ସୁନା
୫ ଶହ ଟଙ୍କିଆ ନୋଟରେ ବଲିଉଡ ଅଭିନେତା ଅନୁପମ ଖେରଙ୍କ ଫଟୋ। ନୋଟରେ ଗାନ୍ଧିଜୀଙ୍କ ଫଟୋ ବଦଳରେ ଅନୁପମଙ୍କ ଫଟୋ ଲାଗିଥିବା ନୋଟ୍ ଦେଇ ଠକି ନେଲେ…
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…