ପଶ୍ଚିମବଙ୍ଗରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ହୋଇଛି। ଏଠାରେ ଟ୍ରାକ୍ ଉପରେ ଠିଆ ହୋଇଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ୍କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୫ ଜଣ ଆହତ ହୋଇଥିବା କୁହାଯାଉଛି।
Related Posts
ସୁଜାତା ଆର୍ କାର୍ତ୍ତିକେୟନ୍ ୬ ମାସ ପାଇଁ ଛୁଟିରେ ଯାଇଛନ୍ତି
ଭୁବନେଶ୍ୱର 🙁 ଅଭିଷେକ ମହାନ୍ତ) ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଝିଅର ଦଶମ ଶ୍ରେଣୀ ପରୀକ୍ଷା ପ୍ରସ୍ତୁତି ପାଇଁ ଛୁଟି ନେଉଥିବା ସେ କାରଣ…
ହରିଦ୍ୱାର ରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିଵା ନିମନ୍ତେ ଯାତ୍ରା ଆରମ୍ଭ
ହରିଦ୍ୱାର ରେ ଶ୍ରୀଜଗନ୍ନାଥ ପାଞ୍ଚରାତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯିଵା ନିମନ୍ତେ ଯାତ୍ରା ଆରମ୍ଭ ଭୁବନେଶ୍ଵର:(ଅଭିଷେକ ମହାନ୍ତି) ଶ୍ରୀଜଗନ୍ନାଥ ପାଞ୍ଚରାତ୍ର ପ୍ରଚାର ସମିତି ପକ୍ଷରୁ ହରିଦ୍ୱାର ରେ ମହାପ୍ରଭୁ…
ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ: ମୁଖ୍ୟମନ୍ତ୍ରୀ!
ସରକାରୀ ସ୍ତରରେ ଶହୀଦ ବାଜି ରାଉତ ଜୟନ୍ତୀ ବ୍ୟାପକ ଭାବେ ପାଳନ କରାଯିବ: ମୁଖ୍ୟମନ୍ତ୍ରୀ. ଭୁବନେଶ୍ୱର: ଆଜି ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ‘ଶହୀଦ ବାଜି ରାଉତ…