କୋରାପୁଟ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କ୍ୟାବିନରେ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଅନୁଧ୍ୟାନ କରୁଛନ୍ତି।ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ ହୋଇ ପଡ଼ିଛନ୍ତି। ଗତକାଲି ସନ୍ଧ୍ୟାରେ ସେ ଅସୁସ୍ଥ ହୋଇପଡ଼ିବା ପରେ ତାଙ୍କୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
Related Posts
କୋରାପୁଟ ସାଂସଦ ସପ୍ତଗିରି ଉଲାକା AICC ସମ୍ପାଦକ ନିଯୁକ୍ତ
ବରିଷ୍ଠ ନେତୃବୃନ୍ଦଙ୍କୁ ସମ୍ପାଦକ/ଯୁଗ୍ମ ସମ୍ପାଦକ ଦାୟିତ୍ୱ ବଣ୍ଟନ କଲା AICC କୋରାପୁଟ ସାଂସଦ ସପ୍ତଗିରି ଉଲାକା AICC ସମ୍ପାଦକ ନିଯୁକ୍ତ!ଏଥିସହ ସପ୍ତିଗିରିଙ୍କୁ ଝାଡ଼ଖଣ୍ଡ ରାଜ୍ୟ ଦାୟିତ୍ୱ ପ୍ରଦାନ…
ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବାଧିକ ମହିଳା ରକ୍ତଦାତା ସ୍ନିଗ୍ଧାରାଣୀ ମିଶ୍ର ଜାତୀୟ ସ୍ଥରରେ ପୁରସ୍କୃତ ହୋଇଛନ୍ତି!
ଅବିଭକ୍ତ କୋରାପୁଟ ଜିଲ୍ଲାର ସର୍ବାଧିକ ମହିଳା ରକ୍ତଦାତା ସ୍ନିଗ୍ଧାରାଣୀ ମିଶ୍ର ଜାତୀୟ ସ୍ଥରରେ ମାଳତୀ ଛିବର ଜାତୀୟ ସ୍ତରର ପୁରସ୍କୃତ କୋରାପୁଟ ୧:୧୦:୨୦୨୪ରକ୍ତଦାନ କ୍ଷେତ୍ରରେ ସଦାଚର୍ଚ୍ଚିତ ନାମ…
ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର
ଆଜି କୋରାପୁଟ ଜିଲ୍ଲାର ପଞ୍ଚାୟତ ସମିତି କାର୍ଯ୍ଯାଳୟ, ବୈପାରିଗୁଡ଼ା ଠାରେ ‘ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର’ ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ ଏବଂ…