ଭବାନୀପାଟଣାରେ ଚାଲିଥିବା ରିଭ୍ୟୁ ମିଟିଂ ସାରି ଫେରୁଥିବା ବେଳେ ବିଡିଓଙ୍କୁ ଗାଡି ଯାଞ୍ଚ ବେଳେ ବିଡିଓଙ୍କ ଗାଡ଼ିରୁ ମିଳିଲା ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା। ଏବେ ଭିଜିଲାନ୍ସର ୪ଟି ଟିମ୍ ବିଡିଓ ଘର, ଅଫିସ୍, ସରକାରୀ ଘର ଓ ଭୁବନେଶ୍ୱର ସ୍ଥିତ ଫ୍ଲାଟ୍ରେ ଚଢ଼ଉ ଚଳାଇଛି।
Related Posts

ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା
ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ; ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା ଭୁବନେଶ୍ୱର: ଆଜି…

ଟିପିଏସ୍ଓଡିଏଲ୍ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ
ଟିପିଏସ୍ଓଡିଏଲ୍ ପକ୍ଷରୁ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ବ୍ରହ୍ମପୁର, ଜାନୁଆରୀ ୨୦୨୫: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ(ଟିପିଏସ୍ଓଡିଏଲ୍) ପକ୍ଷରୁ ବ୍ରହ୍ମପୁର ସ୍ଥିତ କର୍ପୋରେଟ ଅଫିସରେ ଉତ୍ସାହ…

ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପୁରାତନ ଛାତ୍ରଙ୍କ ବନ୍ଧୁ ମିଳନ
ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ପୁରାତନ ଛାତ୍ରଙ୍କ ବନ୍ଧୁ ମିଳନ … କନ୍ଧମାଳ :- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ…