ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ମହିଳା ବିରୋଧୀ ଅପରାଧକୁ ନେଇ ଉଦ୍ବେଗ ପ୍ରକାଶ କଲେ ମୋଦି। ମହିଳାଙ୍କ ଉପରେ ଅତ୍ୟାଚାର ଚିନ୍ତାର ବିଷୟ। ଏଥିପାଇଁ ଦେଶ, ସମାଜ, ରାଜ୍ୟ ଗମ୍ଭୀରତାର ସହ ଚିନ୍ତା କରିବା ଉଚିତ। ଅପରାଧୀଙ୍କୁ ତୁରନ୍ତ ଦଣ୍ଡ ମିଳିବା ଉଚିତ।ଦେଶର ବିଭିନ୍ନ ମେଡିକାଲ କଲେଜରେ ୭୫ ହଜାର ଆସନ ସୃଷ୍ଟି ହେବ। ଆଗାମୀ ୫ ବର୍ଷ ମଧ୍ୟରେ ମେଡିକାଲ ଆଶାୟୀଙ୍କ ପାଇଁ ଏହି ସୁଯୋଗ ସୃଷ୍ଟି କରାଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ୭୮ ବର୍ଷ ସ୍ୱାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏହି ପ୍ରତିଶୃତି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ଦିଲ୍ଲୀ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। ପ୍ରଧାନମନ୍ତ୍ରୀ କହିଛନ୍ତି, ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ଲକ୍ଷ୍ୟ ରଖାଯାଇଛି। ମହାକାଶ କ୍ଷେତ୍ରରେ ଷ୍ଟାର୍ଟଅପ୍ ଆରମ୍ଭ ହୋଇଛି। ଘରୋଇ ସାଟେଲାଇଟ୍ ଲଞ୍ଚ ହେଉଛି। ଯାହାକି ଅତି ଗର୍ବର ବିଷୟ।
Related Posts
ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ
ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ ଭୁବନେଶ୍ୱର:(ଅଭିଷେକ ମହାନ୍ତି) ଓଡ଼ିଶା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ। ଶପଥ ପାଠ କରାଇଲେ ରାଜ୍ୟପାଳ…
ଓମ୍ ବିର୍ଲା ହେଲେ ଲୋକସଭା ବାଚସ୍ପତି
ଓମ୍ ବିର୍ଲା ହେଲେ ଲୋକସଭା ବାଚସ୍ପତି ନୂଆଦିଲ୍ଲୀ: ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା।ଇଣ୍ଡି ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ବାଚସ୍ପତି ନିର୍ବାଚିତ ହୋଇଛନ୍ତି।ଦ୍ବିତୀୟ ଥର…
ନଭେମ୍ବର ୨୬ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ
ନଭେମ୍ବର ୨୬ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ଭୁବନେଶ୍ୱର: ନଭେମ୍ବର ୨୬ରୁ ଆରମ୍ଭ ହେବ ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ। ବିଧାନସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି…