ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍କୁ ଓଭରଟେକ୍ କରିବାକୁ ଯାଇ ଯାତ୍ରୀବାହୀ ବସ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି।
Related Posts
ବର୍ଷାରେ ଭିଜିଲେ ଗଣେଶ
ବର୍ଷାରେ ଭିଜିଲେ ଗଣେଶ***************** ଗଜପତି (ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲାର ରା. ଉଦୟଗିରି ବ୍ଲକରେ ଥିବା କେ. ଏମ. ଭଲିଆସାହି ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଦ୍ୟାଦାତl…
କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମାନଙ୍କ ଦ୍ଵିତୀୟ ପର୍ଯାୟ ତାଲିମ ଅନୁଷ୍ଠିତ
କାର୍ତ୍ତିକ ଗମାଙ୍ଗ ଉଚ୍ଚବିଦ୍ୟାଳୟରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ମାନଙ୍କ ଦ୍ଵିତୀୟ ପର୍ଯାୟ ତାଲିମ ଅନୁଷ୍ଠିତ ଆର, ଉଦୟଗିରି(ମନୋଜ କୁମାର ପାଢୀ/ ତା 21/11/2024 ରିଖ ଗୁରୁବାର ଦିନ…
ଓଡିଶାରେ ବନ୍ୟା ସ୍ଥିତି ନାହିଁ
ଓଡିଶାରେ ବନ୍ୟା ସ୍ଥିତି ନାହିଁ ଭୁବନେଶ୍ୱର: ଓଡିଶା ପାଇଁ କୌଣସି ବନ୍ୟା ପରିସ୍ଥିତି ନାହିଁ। ଜଳସେଚନ ବିଭାଗର ମୁଖ୍ୟ ଯନ୍ତ୍ରୀ ଭକ୍ତ ରଂଜନ ମହାନ୍ତି ଏହା ସୂଚନା…