କୋଲକାତା : ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ଅନୁରୋଧ ପରେ ଡାକ୍ତରମାନେ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ।ଆରଜି କର ମେଡିକାଲ କଲେଜରେ ମହିଳା ଟ୍ରେନି ଡାକ୍ତର ଦୁଷ୍କର୍ମ ଓ ହତ୍ୟା ମାମଲାକୁ ନେଇ ଧର୍ମଘଟ କରୁଥିବା ଏମ୍ସ-ଆରଏମଏଲର ଆବାସିକ ଡାକ୍ତରମାନେ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି।
Related Posts

୨୦୨୬ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବ ମାଓ ସମସ୍ୟା ।
ନୂଆଦିଲ୍ଲୀ:୨୦୨୬ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବ ମାଓ ସମସ୍ୟା । ଦିଲ୍ଲୀରେ ମାଓ ମୁକାବିଲା ସମୀକ୍ଷା ବୈଠକରେ ଆଜି ପୁଣି ଏ ଟାର୍ଗେଟ୍କୁ ଦୋହରାଇବା ସହ ନକ୍ସଲ…

୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ
୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ ବୋଲି ଆଜି ସେ ଟାର୍ଗେଟ ସେଟ କରିଛନ୍ତି। ତାଙ୍କ କହିବା କଥା ଯେ ଆମ ଗଣତାନ୍ତ୍ରିକ ବ୍ୟବସ୍ଥା ପାଇଁ ନକ୍ସଲବାଦ…

ଭାରତ ଓ କାନାଡା ମଧ୍ୟରେ ସମ୍ପର୍କ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି ।
ନୂଆଦିଲ୍ଲୀ: କାନାଡାରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ସଞ୍ଜୟ କୁମାର ବର୍ମାଙ୍କ ବିରୋଧରେ ହାସ୍ୟାସ୍ପଦ ଅଭିଯୋଗ ଆଣିଥିବା ଟ୍ରୁଡୋ ସରକାରଙ୍କୁ କଠୋର ସମାଲୋଚନା କରିବା ପରେ ବୈଦେଶିକ ବ୍ୟାପାର…