ଓଡ଼ିଶା କ୍ୟାଡ଼ରର ୨୦୨୨ ବ୍ୟାଚର ୬ ଜଣ ଆଇଏଏସ୍ ନିଜର ଦ୍ୱିତୀୟ ପର୍ଯ୍ୟାୟ ଟ୍ରେନିଂ ସମାପ୍ତ ପରେ ଆଜି ବିଭିନ୍ନ ଜିଲ୍ଲାରେ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ପାଇଛନ୍ତି । ରାଜ୍ୟ ସରକାର ସେମାନଙ୍କୁ ବଣାଇ, ଆଠଗଡ଼, ପଦମପୁର, ଜୟପୁର, ତାଳଚେର ଓ ରାଇରଙ୍ଗପୁରଠାରେ ଉପଜିଲ୍ଲାପାଳ ଭାବେ ଅବସ୍ଥାପିତ କରିଛନ୍ତି।
Related Posts
ଓଡିଶାରେ ୧ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା “ଲକ୍ଷପତି ଦିଦି” ଭାବେ ସମ୍ବର୍ଦ୍ଧିତ
ଓଡିଶାରେ ୧ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା “ଲକ୍ଷପତି ଦିଦି” ଭାବେ ସମ୍ବର୍ଦ୍ଧିତ ଭୁବନେଶ୍ୱର: ମିଶନ ଶକ୍ତି କେବଳ ଓଡ଼ିଶାର ଲକ୍ଷ ଲକ୍ଷ ମହିଳାମାନଙ୍କ ସଶକ୍ତିକରଣର…
ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ
ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ଟିକାବାଲି ଥାନା ଛତିଘର ଗାଁରେ…
ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଧାନ ସଂଗ୍ରହରେ ଅନିୟମିତତା ଓ ଦୁର୍ନୀତି ଉପରେ ତିକ୍ଷ୍ଣ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ…