ଆଜି ଯାଏ ଭାରତ କେବେ ବି ପାରା ଅଲିମ୍ପିକ୍ସର ଜୁଡୋରେ ପଦକ ଜିତିବାକୁ ସକ୍ଷମ ହୋଇ ନଥିଲା। ହେଲେ କପିଲ ଏହି ଧାରାକୁ ବଦଳାଇଛନ୍ତି।ଇତିହାସ ରଚିଛନ୍ତି ଭାରତର କପିଲ ପାରମର। ସେ ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
ପାରା ଅଲିମ୍ପିକ୍ସରେ ଦେଶକୁ ଜୁଡୋରେ ପଦକ ଭେଟି ଦେଇଛନ୍ତି।
