ନୂଆଦିଲ୍ଲୀ: ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି।
Related Posts
ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରଜ ସଂକ୍ରାନ୍ତି ଧୁମ୍ ଧାମ୍ ରେ ପାଳିତ
ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରଜ ସଂକ୍ରାନ୍ତି ଧୁମ୍ ଧାମ୍ ରେ ପାଳିତ ଭୁବନେଶ୍ୱର: ଜୟ ମା ଭବାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରଜ…
ଯୁବକଙ୍କ ମୃତଦେହ ଉଦ୍ଧାର
ଯୁବକଙ୍କ ମୃତଦେହ ଉଦ୍ଧାର ଗଜପତି (୨୬/୫/୨୦୨୪): (Manoj Kumar Padhi)ଗଜପତି ଜିଲ୍ଲା ଗୁରାଣ୍ଡି ଥାନା ଅନ୍ତର୍ଗତ ତୋଟାଗୁମୁଡା ଗ୍ରାମର ଜଣେ ଯୁବକଙ୍କ ମୃତଦେହ ଏସ୍. ରାଉତପୁର ଗ୍ରାମ…
ନଭେମ୍ବର ୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ
ନଭେମ୍ବର ୧୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର: ନଭେମ୍ବର ୧୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ବିର୍ସା ମୁଣ୍ଡାଙ୍କ ଜନ୍ମତିଥି ଅବସରରେ ଓଡ଼ିଶା ଆସି ଜନଜାତି…