ତାମିଲନାଡୁର କ୍ଷମତାସୀନ ଡିଏମକେ ପକ୍ଷରୁ ଆୟୋଜିତ ଗୋଟିଏ କାର୍ଯ୍ୟକ୍ରମରେ ଘଟିଛି ଅଘଟଣ। କାର୍ଯ୍ୟକ୍ରମରେ ଲୋକଙ୍କୁ ଦିଆଯାଇଥିବା ବିରିୟାନୀ ଖାଇ ୧୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ୪୦ ଜଣ ଛୋଟ ପିଲା ରହିଛନ୍ତି।
Related Posts
ଭିକେ ପାଣ୍ଡିଆନ ଅବସର ଘୋଷଣା କଲେ
ଭିକେ ପାଣ୍ଡିଆନ ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ଭିଡିଓ ବାର୍ତ୍ତା ଜରିଆରେ !
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ
ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ଭୁବନେଶ୍ୱର: ଆଜି ସତର ତମ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି।ସତର ତମ ବିଧାନସଭାର ପ୍ରଥମ ଅଧିବେଶନର ପ୍ରଥମ…
ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ସୂଚନା
ଛତିଶଗଡ଼ ଦନ୍ତେୱାଡ଼ା ଜିଲ୍ଲାରେ ସୁରକ୍ଷା କର୍ମୀଙ୍କୁ ସଫଳତାଛତିଶଗଡ଼ରେ ବଡ଼ଧରଣର ମାଓ ବିରୋଧୀ ଅପରେସନ । ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ସୂଚନା ।