ପାପଡାହାଣ୍ଡି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଦୁଇ ଜଣ ପୁଲିସ ଅଧିକାରୀ ଧରାପଡ଼ିଛନ୍ତି। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନାର ଦୁଇ ପୁଲିସ ଅଧିକାରୀଙ୍କୁ ଆଜି ଭିଜିଲାନ୍ସ ଧରିଛି। ପାପଡାହାଣ୍ଡି ଥାନା ଅନ୍ତର୍ଗତ ଜାମୁଗୁଡା ଏକ କୁକୁଡ଼ା ଗାଲିରୁ ଜବତ ବାଇକ ମୁକୁଳାଇବା ବାବଦରେ ବରଦେଇ ଗାଁର ଲକ୍ଷ୍ମଣ ହରିଜନଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ସରକାରୀ ବାସଭବନ ଓ ଥାନାରେ ଛାନଭିନ କରୁଛି ଭିଜିଲାନ୍ସ ଟିମ। ଦୁଇ ପୁଲିସ ଅଧିକାରୀ ହେଲେ ପ୍ରବେଶନାରୀ ପିରିୟଡ଼ରେ ଥିବା ସବଇନ୍ସପେକ୍ଟର ରଘୁନାଥ ହଂସଦା ଓ ପୁଲିସ ଏଏସଆଇ ଶିବ ପ୍ରସାଦ ଦଳେଇ।
Related Posts
Cyclone Alert: Schools in 14 Odisha Districts to Remain Closed from October 23-25
Cyclone Alert: Schools in 14 Odisha Districts to Remain Closed from October 23-25 Bhubaneswar:A severe cyclonic storm, Cyclone Dana, is…
ହରିଦ୍ୱାରର ଭୂମାନିକେତନ ଠାରେ ତିଆରି କରାଯାଉଥିବା ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟର ଅଗ୍ରଗତି ସମ୍ୱନ୍ଧରେ ଆଲୋଚନା
ହରିଦ୍ୱାରର ଭୂମାନିକେତନ ଠାରେ ତିଆରି କରାଯାଉଥିବା ଶ୍ରୀଜଗନ୍ନାଥ ମନ୍ଦିର କାର୍ଯ୍ୟର ଅଗ୍ରଗତି ସମ୍ୱନ୍ଧରେ ଆଲୋଚନା ଭୁବନେଶ୍ୱର: (ଅଭିଷେକ ମହାନ୍ତି)ଶ୍ରୀଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ହରିଦ୍ୱାରର ଭୂମା ନିକେତନ…
ମୋହନା ବ୍ଲକ ରେ ଜାତୀୟ ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ।
ମୋହନା ବ୍ଲକ ରେ ଜାତୀୟ ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ । ଆର,ଉଦୟଗିରି(ମନୋଜ କୁମାର ପାଢୀ)-: ଗଜପତି ଜିଲ୍ଲା ମୋହନା ବ୍ଲକ କାର୍ଯ୍ୟାଳୟ ପରିସର ମଧ୍ୟରେ ଭାରତ…