କେଶିଙ୍ଗା: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଳକର ଆଦିବାସୀ ଅଧ୍ୟୁଷିତ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡ଼ାରେ ଗତ ୨୧ ତାରିଖ ଦିନ ବୁର୍ଜା ମାଝୀ ନାମକ ଜଣେ ୪୫ ବର୍ଷୀୟ ଯୁବକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୪ ଜଣ ଗୁରୁତରଙ୍କୁ ବେନଗାଁ ମେଡିକାଲ୍ରେ ଭର୍ତ୍ତି କରିବା ପରେ ସୁସ୍ଥ ହୋଇଥିଲେ। ମାତ୍ର ୪ ଦିନ ପରେ ପୁଣି ମହୁମାଛି ଆକ୍ରମଣରେ ୩୦ରୁ ଊର୍ଦ୍ଧ୍ବ ମହିଳା ଓ ପୁରୁଷ ଆକ୍ରମଣର ଶିକାର ହୋଇଛନ୍ତି। ଆହତ ଓ ଗୁରୁତରଙ୍କୁ ଭବାନୀପାଟଣା ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।
Related Posts

୧ କିମି ଦୂରରେ ଥିବା ନଳକୂପ, କେ.ସୀତାପୁର ଗ୍ରାମବାସୀଙ୍କ ଏକମାତ୍ର ଭରଷା
୧ କିମି ଦୂରରେ ଥିବା ନଳକୂପ, କେ.ସୀତାପୁର ଗ୍ରାମବାସୀଙ୍କ ଏକମାତ୍ର ଭରଷାଗଜପତି -୨୨/୫/୨୦୨୪( ମନୋଜ କୁମାର ପାଢ଼ୀ):ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ କେ ସୀତାପୁର ଗ୍ରାମର…

ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନ ପଥର୍ଲା କଂସମାରେନ ଛକ ରେ ରକ୍ତ ଦାନ ଶିବିର ୩୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।
ନିଷ୍ଠା ପରିବାର ର ରେଡ ଡ୍ରପ ମାରାଥନ ପଥର୍ଲା କଂସମାରେନ ଛକ ରେ ରକ୍ତ ଦାନ ଶିବିର ୩୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ବରଗଡ – (ଭବାନୀ…

ଜାତୀୟ ରକ୍ତଦାତା ଦିବସ ଅବସରରେ ବରଗଡ଼ ଜିଲ୍ଲାର ବିଭିନ୍ନ ରକ୍ତଦାତା ସଂଗଠନ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି।
ଜାତୀୟ ରକ୍ତଦାତା ଦିବସ ଅବସରରେ ବରଗଡ଼ ଜିଲ୍ଲାର ବିଭିନ୍ନ ରକ୍ତଦାତା ସଂଗଠନ ମାନଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ବରଗଡ – ୧,୧୦(ଭବାନୀ ଶଙ୍କର ପାଢ଼ୀ)…