ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଶିବସେନା ନେତା ଗୋବିନ୍ଦା ମଙ୍ଗଳବାର ଦିନ ଗୁଳିମାଡ଼ର ଶିକାର ହୋଇ ମୁମ୍ବାଇର ଏକ ଡାକ୍ତରଖାନାର ଆଇସିୟୁ ଭର୍ତ୍ତି ହୋଇଥିଲେ । ଆଇସିୟୁରେ ତାଙ୍କ ଗୋଡ଼ରେ ୧୦ଟି ସିଲେଇ ପଡ଼ିଛି। ଚିକିତ୍ସା ପରେ ଏବେ ସେ ସୁସ୍ଥ ଥିବା ଡାକ୍ତରଙ୍କ ପକ୍ଷରୁ ପ୍ରକାଶ।
Related Posts

ଗାଡ଼ି ସହ ୧୫ କେଜି ସୁନା ଜବତ
ବାରିପଦା: ଲଜିଷ୍ଟିକ୍ ଗାଡ଼ି ସହ ୧୫ କେଜି ସୁନା ଜବତ ଏମ୍କେସି ହାଇସ୍କୁଲ ଛକ ନିକଟରୁ ଗାଡ଼ି ସହ ଧରିଲା GST ଟିମ୍କୋଲକାତାରୁ ବାରିପଦାକୁ ଆସିଥିବା ବେଳେ…

କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
କିଶୋର ଜେନା ଏବଂ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଭୁବନେଶ୍ୱର : ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ!
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଓଡ଼ିଶା ସାଂସଦ। ଆଜି ସଂସଦ ଭବନ ସମ୍ମିଳନୀ କକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ଓଡ଼ିଶାର ସମସ୍ତ ୨୦ ବିଜେପି ଲୋକସଭା ଓ ଜଣେ…