ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡ଼ା ବ୍ଲକର କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁ ନାମକ ଜୈନିକ କନିଷ୍ଠ ଯନ୍ତ୍ରୀ ଜଣେ ଚାଷୀଙ୍କ ଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ୬ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି। ସୂଚନା ଅନୁସାରେ ବେଲପଡା ବ୍ଲକ କନ୍ଧେନଝୁଲା ଗ୍ରାମର ଦୈନିକ ଚାଷୀ ତାଙ୍କ ଜମିରେ ନରେଗା ଯୋଜନାରେ ଏକ ଫାର୍ମ ପଣ୍ଡ ଖୋଲିଥିଲେ। ଏହାର ବିଲ କରିବା ପାଇଁ ବ୍ଲକରେ ଥିବା କନିଷ୍ଠ ଯନ୍ତ୍ରୀ ହରେକୃଷ୍ଣ ସାହୁଙ୍କ ପାଖକୁ ବାରମ୍ବାର ଦୌଡିଥିଲେ। ହେଲେ ସେ ଟଙ୍କା ନ ଦେଲେ ବିଲ କରାଯିବ ନାଙିଁ ବୋଲି କହି ତାଙ୍କର ୩୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ।
Related Posts
ସ୍ୱାଧୀନତା ଦିବସ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ
ସ୍ୱାଧୀନତା ଦିବସ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ନୂଆଦିଲ୍ଲୀ: ୭୮ତମ ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ…
ଡିପ୍ଲୋମା ଛାତ୍ରୀ ଙ୍କ ଆତ୍ମହତ୍ୟା ସନ୍ଦେହ।
ଡିପ୍ଲୋମା ଛାତ୍ରୀ ଙ୍କ ଆତ୍ମହତ୍ୟା ସନ୍ଦେହ। ଗଞ୍ଜାମ:ବ୍ରହ୍ମପୁର ସ୍ଥିତ ଉମା ଚରଣ ପଟ୍ଟନାୟକ ଇଞ୍ଜିନିୟରିଂ ସ୍କୁଲରେ ଅଧ୍ୟୟନ କରୁଥିବା ଛାତ୍ରୀ ଶ୍ୱେତପଦ୍ମା ଦାସ ଙ୍କର ଅସ୍ବାଭାବିକ ମୃତ୍ୟୁ…
ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ
ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ଗୁରୁ ଦିବସ ପାଳିତ ଗଜପତି :(ମନୋଜ କୁମାର ପାଢୀ)ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସ୍ତିତ ଗଜପତି ଷ୍ଟାଡିୟମ ଠାରେ ପବିତ୍ର ଗୁରୁଦିବସ…