ନୂଆଦିଲ୍ଲୀ:୨୦୨୬ମାର୍ଚ୍ଚ ସୁଦ୍ଧା ଦେଶରୁ ମୂଳପୋଛ ହେବ ମାଓ ସମସ୍ୟା । ଦିଲ୍ଲୀରେ ମାଓ ମୁକାବିଲା ସମୀକ୍ଷା ବୈଠକରେ ଆଜି ପୁଣି ଏ ଟାର୍ଗେଟ୍କୁ ଦୋହରାଇବା ସହ ନକ୍ସଲ ପ୍ରଭାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଡିଜିପିଙ୍କୁ ଟାସ୍କ ବି ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କହିଛନ୍ତି, ଦେଶକୁ ବାମପନ୍ଥୀ ଉଗ୍ରବାଦରୁ ମୁକ୍ତ କରିବାକୁ ଏବେ ଅନ୍ତିମ ପ୍ରହାରର ଆବଶ୍ୟକତା ରହିଛି ।
Related Posts
ବିସିସିଆଇ ସମ୍ପାଦକ ଜୟ ଶାହ ଆନ୍ତର୍ଜାତିକ କ୍ରିକେଟ୍ ପରିଷଦ (ଆଇସିସି)ର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି|
ବିସିସିଆଇ ସମ୍ପାଦକ ଜୟ ଶାହ ଆନ୍ତର୍ଜାତିକ କ୍ରିକେଟ୍ ପରିଷଦ (ଆଇସିସି)ର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି| ନୂଆଦିଲ୍ଲୀ: ବିସିସିଆଇ ସମ୍ପାଦକ ଜୟ ଶାହ ଆନ୍ତର୍ଜାତିକ କ୍ରିକେଟ୍…
ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ ହେବାକୁ ଯାଉଛି ।
ନୂଆଦିଲ୍ଲୀ: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ଫଳାଫଳ ପ୍ରାୟ ସ୍ପଷ୍ଟ ହୋଇଯାଇଛି। ପୁଣି ଥରେ ରାଜ୍ୟରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନଙ୍କ ନେତୃତ୍ୱରେ ସରକାର ଗଠନ…
୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ
୨୦୨୬ ମାର୍ଚ୍ଚ ସୁଦ୍ଧା ଦେଶ ନକ୍ସଲ ମୁକ୍ତ ହେବ ବୋଲି ଆଜି ସେ ଟାର୍ଗେଟ ସେଟ କରିଛନ୍ତି। ତାଙ୍କ କହିବା କଥା ଯେ ଆମ ଗଣତାନ୍ତ୍ରିକ ବ୍ୟବସ୍ଥା ପାଇଁ ନକ୍ସଲବାଦ…