ମୁମ୍ବାଇ:୮୬ ବର୍ଷ ବୟସରେ ଆଖି ବୁଜିଛନ୍ତି ଟାଟା ଗ୍ରୁପ ଚେୟାରମ୍ୟାନ୍ ତଥା ଟାଟା ସନ୍ସର ଚେୟାରମ୍ୟାନ ଏମେରିଟସ୍ ରତନ ଟାଟା। ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ ସେ ମୁମ୍ବାଇର ବ୍ରିଚ୍ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।ଉଦ୍ୟୋଗପତି ରତନ ଟାଟାଙ୍କ ବିୟୋଗରେ ସବୁଠି ଶୋକର ଛାୟା। ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବହୁ ବିଶିଷ୍ଠ ରାଜନେତା, ବ୍ୟବସୟୀ ତଥା ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି।
Related Posts

ବିଦ୍ୟୁତ୍ ତାର ଏକ ଟ୍ରାକ୍ଟର ଉପରେ ଖସି ପଡ଼ିବାରୁ ଏକ ପରିବାରର ୬ ଜଣ ଜଳି ଯାଇଛନ୍ତି।
ରାଜସ୍ଥାନ:ରାଜସ୍ଥାନର କରୌଲି ଜିଲ୍ଲାରେ ଏକ ବଡ଼ ଅଘଟଣ ଘଟିଛି। ଉଚ୍ଚ କ୍ଷମତା ସମ୍ପନ୍ନ ଏକ ବିଦ୍ୟୁତ୍ ତାର ଏକ ଟ୍ରାକ୍ଟର ଉପରେ ଖସି ପଡ଼ିବାରୁ ଏକ ପରିବାରର…

କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମ…

୩% ବଢ଼ିଲା ମହଙ୍ଗା ଭତ୍ତା
୩% ବଢ଼ିଲା ମହଙ୍ଗା ଭତ୍ତା ଭୁବନେଶ୍ୱର: ଆଜି ୩% ବଢ଼ିଲା କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା।ମହଙ୍ଗା ଭତ୍ତା ମୂଳ ଦରମାର ୫୦%ରୁ ୫୩%କୁ ବୃଦ୍ଧି କରାଯାଇଛି।ଜୁଲାଇ ପହିଲାରୁ…