ଲାୟନ୍ସ କ୍ଲବ ତରଫରୁ ସଫେଇ କର୍ମଚାରୀଙ୍କୁ ଶୀତବସ୍ତ୍ର ବଣ୍ଟନ

ଲାୟନ୍ସ କ୍ଲବ ତରଫରୁ ସଫେଇ କର୍ମଚାରୀଙ୍କୁ ଶୀତବସ୍ତ୍ର ବଣ୍ଟନ ସେମିଳିଗୁଡା ପୌରପରିଷଦର ୫୦ଜଣ ସଫେଇ କର୍ମଚାରୀଙ୍କୁ ଶୀତ ବସ୍ତ୍ର, ଷ୍ଟିଲ ଥାଳି,ମିଷ୍ଟାନ୍ନ ଓ ଆର୍ଥିକ ସହାୟତା ପ୍ରଦାନ…

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତିମୁଖ୍ୟ ଫାଟକ ଆଗରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭରାତିରେ ଜଣେ ଛାତ୍ର ଅସୁସ୍ଥ ଥିଲେ ବି ମୁଖ୍ୟ ଫାଟକ ଖୋଲା ଯାଇ ନ ଥିଲାମୁଖ୍ୟ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ଶ୍ରୀ ଅନ୍ନ: ଭବିଷ୍ୟ ପୃଥିବୀର ପୋଷକ ଖାଦ୍ୟ ଶୀର୍ଷକ ତିନିଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀର ଶୁଭାରମ୍ଭ

ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟରେ ଶ୍ରୀ ଅନ୍ନ: ଭବିଷ୍ୟ ପୃଥିବୀର ପୋଷକ ଖାଦ୍ୟ ଶୀର୍ଷକ ତିନିଦିନିଆ ଅନ୍ତର୍ଜାତୀୟ ସମ୍ମିଳନୀର ଶୁଭାରମ୍ଭକୋରାପୁଟ |:ଓଡ଼ିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ଜୈବ ବିବିଧତା ଓ…

ଗର୍ଭବତୀ ମହିଳାଙ୍କ ମୃତ୍ୟୁ: ତଦନ୍ତ ନେଇ ପରିବାର ଲୋକଙ୍କ ଏସ୍‌ପି ଓ ଡିଆଜିଙ୍କ ଦ୍ବାରସ୍ଥ ହୋଇଛନ୍ତି।

କୋରାପୁଟ: ୩ତାରିଖ ଦିନ ସେମିଳିଗୁଡା ଥାନା ଅର୍ନ୍ତଗତ ବେହେରାଗୁଡ଼ା ଗାଁରେ ଗର୍ଭବତୀ ମହିଳା ରଚନା ସାହୁଙ୍କର ଅସ୍ବାଭାବିକ ପରିସ୍ଥିତିରେ ମୃତ୍ୟୁ ନେଇ ପରିବାର ଲୋକେ ଏସ୍‌ପି ଓ…

ପଦ୍ମଶ୍ରୀ ହଳଧର ନାଗଙ୍କ ଉପସ୍ଥିତିରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ଭାରତୀୟ ଭାଷାଓଁ କୀ ସମାଜକତା’ ଉପରେ ୨ ଦିନିଆ ଜାତୀୟ ସେମିନାର ଉଦ୍ଘାଟିତ

ପଦ୍ମଶ୍ରୀ ହଳଧର ନାଗଙ୍କ ଉପସ୍ଥିତିରେ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ଭାରତୀୟ ଭାଷାଓଁ କୀ ସମାଜକତା’ ଉପରେ ୨ ଦିନିଆ ଜାତୀୟ ସେମିନାର ଉଦ୍ଘାଟିତକୋରାପୁଟ: ଭରତ ସରକାରଙ୍କ ଶିକ୍ଷା…

କୋଟପାଡର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

କୋଟପାଡର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: କୋଟପାଡର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…

ଭବିଷ୍ୟତର ଖାଦ୍ୟ ଭାବରେ ଶ୍ରୀ ଅନ୍ନ (ମିଲେଟ୍) ଉପରେ ଅନ୍ତର୍ଜାତୀୟ ସେମିନାର ଆୟୋଜନ କରିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

ଭବିଷ୍ୟତର ଖାଦ୍ୟ ଭାବରେ ଶ୍ରୀ ଅନ୍ନ (ମିଲେଟ୍) ଉପରେ ଅନ୍ତର୍ଜାତୀୟ ସେମିନାର ଆୟୋଜନ କରିବ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟଏକ ମୁଖ୍ୟ ଏବଂ ପୁଷ୍ଟିକର ଖାଦ୍ୟ ଭାବରେ ଶ୍ରୀ…

ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ରକ୍ତଦାନ ଶିବିର ଆୟୋଜିତ

ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ରକ୍ତଦାନ ଶିବିର ଆୟୋଜିତ ସେମିଳିଗୁଡା.ତାରିଖ ୮-୧-୨୦୨୫. ସଡକ ସୁରକ୍ଷା ସପ୍ତାହ ପାଳନ ଅବସରରେ ଆଜି ତା ୦୮.୧.୨୫ ରେ ଆର…

ବରିଷ୍ଠ ଓଏଏସ୍ ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ଜୟପୁର ବିକ୍ରମଦେବ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର

ବରିଷ୍ଠ ଓଏଏସ୍ ମହେଶ୍ୱର ଚନ୍ଦ୍ର ନାଏକଙ୍କୁ ଜୟପୁର ବିକ୍ରମଦେବ ବିଶ୍ୱବିଦ୍ୟାଳୟର ରେଜିଷ୍ଟ୍ରାର ଓ ଅଂଶୁମାନ ଶତପଥୀଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ କାର୍ଯ୍ୟାଳୟରେ ଓଏସଡି ଭାବେ…